Advertisment

ବଧୂ ନିର୍ଯାତନା ଅଭିଯୋଗରେ ଅଡୁଆରେ କେନ୍ଦ୍ରାପଡ଼ାର ବିଜେଡି ବିଧାୟକ ଶଶିଭୂଷଣ ବେହେରା

ବାହାଘରର ଦଶ ବାର ଦିନ ପରଠୁ ୪୦ ଲକ୍ଷ ଟଙ୍କା ପାଇଁ ଶାଶୁଘର ଲୋକେ ବୋହୂଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଛନ୍ତି ।

Advertisment

ବଧୂ ନିର୍ଯାତନା ଅଭିଯୋଗରେ ଅଡୁଆରେ କେନ୍ଦ୍ରାପଡ଼ାର ବିଜେଡି ବିଧାୟକ ଶଶିଭୂଷଣ ବେହେରା । କଟକ ବାଙ୍କୀ ଥାନାରେ ମାମଲା ରୁଜୁର ୨ ମାସ ପରେ ଆଜି ସାମ୍ନାକୁ ଆସି ନିର୍ଯାତନାର କାହାଣୀ ବଖାଣିଛନ୍ତି ବୋହୂ ରୋନାଲି ବେହେରା । କହିଛନ୍ତି ବାହାଘରର ଦଶ ବାର ଦିନ ପରଠୁ ୪୦ ଲକ୍ଷ ଟଙ୍କା ପାଇଁ ଶାଶୁଘର ଲୋକେ ତାଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଛନ୍ତି ।

Advertisment
BJD Odisha Politics
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ