Panchayat Election Music
ଏଥରର ପଞ୍ଚାୟତ ନିର୍ବାଚନ ଟିକେ ଅଲଗା ପ୍ରକାର । ମାନେ ପ୍ରଚାର ଦୃଷ୍ଟିରୁ ଦେଖିଲେ ସଭା, ସମାବେଶ, ରାଲି, ରୋଡ୍ ସୋ ଉପରେ ଲାଗିଛି କଟକଣା । ତା ବଦଳରେ ଦେଖିବାକୁ ମିଳୁଛି ଡିିଜିଟାଲ କ୍ୟାମ୍ପେନିଂ । ଗୀତରେ ଗୀତରେ ପ୍ରାର୍ଥୀଙ୍କ ନାଁ, କେଉଁ ପଞ୍ଚାୟତରୁ, କେଉଁ ପଦବୀ ପାଇଁ ଲଢୁଛନ୍ତି, ଏସବୁର ପ୍ରଚାର କରାଯାଉଛି । ନିର୍ବାଚନୀ ପ୍ରତିଶ୍ରୁତି ବି ରହିଛି ଏଥିରେ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)