Advertisment

ଏଥରର ପଞ୍ଚାୟତ ନିର୍ବାଚନ ଟିକେ ଅଲଗା ପ୍ରକାର

ଏଥରର ପଞ୍ଚାୟତ ନିର୍ବାଚନରେ ସଭା, ସମାବେଶ, ରାଲି, ରୋଡ୍ ସୋ ଉପରେ ଲାଗିଛି କଟକଣା । ତା ବଦଳରେ ଦେଖିବାକୁ ମିଳୁଛି ଡିିଜିଟାଲ କ୍ୟାମ୍ପେନିଂ ।

Advertisment

ଏଥରର ପଞ୍ଚାୟତ ନିର୍ବାଚନ ଟିକେ ଅଲଗା ପ୍ରକାର । ମାନେ ପ୍ରଚାର ଦୃଷ୍ଟିରୁ ଦେଖିଲେ ସଭା, ସମାବେଶ, ରାଲି, ରୋଡ୍ ସୋ ଉପରେ ଲାଗିଛି କଟକଣା । ତା ବଦଳରେ ଦେଖିବାକୁ ମିଳୁଛି ଡିିଜିଟାଲ କ୍ୟାମ୍ପେନିଂ ।  ଗୀତରେ ଗୀତରେ ପ୍ରାର୍ଥୀଙ୍କ ନାଁ, କେଉଁ ପଞ୍ଚାୟତରୁ, କେଉଁ ପଦବୀ ପାଇଁ ଲଢୁଛନ୍ତି, ଏସବୁର ପ୍ରଚାର କରାଯାଉଛି । ନିର୍ବାଚନୀ ପ୍ରତିଶ୍ରୁତି ବି ରହିଛି ଏଥିରେ ।

Advertisment
BJD BJP Panchayat Election Odisha Politics OBC
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ