By: Otv Khabar Bureau
Last updated: 08 January 2022, 11:47 AM IST
ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି.. ଅନୁସୂଚିତ ଜାତି, ଜନଜାତି ଓ ମହିଳାମାନଙ୍କ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି