Panchayat Vote Fixing
ସରପଞ୍ଚ ଓ ସମିତି ସଭ୍ୟ ପଦ ପାଇଁ ୧୦ ଲକ୍ଷ ଟଙ୍କାର ଡିଲ୍। ଦୁଇ ପଦରେ ଦୁଇ ନିର୍ଦ୍ଦିଷ୍ଟ ବ୍ୟକ୍ତିଙ୍କୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ କରିବାକୁ ୧୦ ଲକ୍ଷ ଟଙ୍କାର ଡିଲ୍ ପାଇଁ ଲିଖିତ ଚୁକ୍ତିନାମା। ଏଭଳି ସାଂଘାତିକ ଅଭିଯୋଗ ଆସିଛି ଗଂଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକ ଚାନ୍ଦପୁର ପଞ୍ଚାୟତରୁ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)