Advertisment

ବର୍ଷେ ନୁହେଁ କି ଦୁଇ ବର୍ଷ ନୁହେଁ ୫୫ ବର୍ଷ ହେଲାଣି ଗୋଟିଏ ପରିବାର ହାତରେ ରହିଛି ପଂଚାୟତ କ୍ଷମତା

ଏବେ ନୁହେଁ ୫୫ ବର୍ଷ ହେଲାଣି ଗୋଟିଏ ପରିବାର ହାତରେ ରହିଛି ପଂଚାୟତ କ୍ଷମତା। ବାରମ୍ବାର ନିର୍ବାଚନରେ ବିଜୟ ହୋଇ ରାଜଗାଦିରେ ବସୁଛନ୍ତି ନାୟକ ପରିବାର...ଏବେ ପୁଣି ୬୬ ବର୍ଷୀୟ ଅରୁଣ ନାୟକ। କହୁଛନ୍ତି ନବୀନ ବାବୁ ଏତେ ବୟସରେ ରାଜନୀତି କରୁଛନ୍ତି ମୁଁ କାହିଁକି କରିପାରିବିନି…

author-image
Otv Khabar Bureau

ଏବେ ନୁହେଁ ୫୫ ବର୍ଷ ହେଲାଣି ଗୋଟିଏ ପରିବାର ହାତରେ ରହିଛି ପଂଚାୟତ କ୍ଷମତା। ବାରମ୍ବାର ନିର୍ବାଚନରେ ବିଜୟ ହୋଇ ରାଜଗାଦିରେ ବସୁଛନ୍ତି ନାୟକ ପରିବାର...ଏବେ ପୁଣି ୬୬ ବର୍ଷୀୟ ଅରୁଣ ନାୟକ। କହୁଛନ୍ତି ନବୀନ ବାବୁ ଏତେ ବୟସରେ ରାଜନୀତି କରୁଛନ୍ତି ମୁଁ କାହିଁକି କରିପାରିବିନି… 

Advertisment
55 Years Odisha Panchayat Polls Political Journey
Advertisment
Advertisment