Advertisment

ଟ୍ରେନ୍ ଟ୍ରାଜେଡି ବେଳେ ଫରେନ୍ ଟୁରରେ ଟିମ୍ ବିଜେଡି

ବାହାନଗା ରେଳ ଟ୍ରାଜେଡି ବେଳେ ବିଜେଡି ନେତାଙ୍କ ଫରେନ୍ ଟୁରକୁ ନେଇ ଚର୍ଚ୍ଚା । ଶୁକ୍ରବାର ସନ୍ଧ୍ୟାରେ ରେଳ ଦୁର୍ଘଟଣା ଘଟିଥିବା ବେଳେ ଶନିବାର ବିଦେଶ ଗସ୍ତରେ ବାହାରିଥିଲେ ବିଜେଡିର ଜଣେ ମନ୍ତ୍ରୀ ୮ ବିଧାୟକ ଆଉ ୩ ମେୟର ।

author-image
Manoranjan Behera

ବାହାନଗା ରେଳ ଟ୍ରାଜେଡି ବେଳେ ବିଜେଡି ନେତାଙ୍କ ଫରେନ୍ ଟୁରକୁ ନେଇ ଚର୍ଚ୍ଚା । ଶୁକ୍ରବାର ସନ୍ଧ୍ୟାରେ ରେଳ ଦୁର୍ଘଟଣା ଘଟିଥିବା ବେଳେ ଶନିବାର ବିଦେଶ ଗସ୍ତରେ ବାହାରିଥିଲେ ବିଜେଡିର ଜଣେ ମନ୍ତ୍ରୀ ୮ ବିଧାୟକ ଆଉ ୩ ମେୟର ।

Advertisment
BJD Train Mishap
Advertisment
Advertisment