Municipal Election Nomination
Advertisment
ପାରମ୍ପରିକ ବାଦ୍ୟ ସହ ଡିଜେ ସାଉଣ୍ଡ୍, ହାତରେ ଦଳୀୟ ପତାକା, ମୁହଁରେ ସ୍ଲୋଗାନ୍ ଶେଷ ଦିନରେ ଏମିତି ପଟୁଆରରେ ଆସି ନାମାଙ୍କନ ଦାଖଲ କରିଛନ୍ତି ବିଜେଡି, ବିଜେପି ଓ କଂଗ୍ରେସ ପ୍ରାର୍ଥୀ। ସ୍ୱାଧୀନ ପ୍ରାର୍ଥୀ ବି ବାଣ-ବାଜାରେ କମ୍ପେଇଛନ୍ତି ପରିବେଶ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us