pcc
ଡାକରା ପାଇ ଦିଲ୍ଲୀରେ ରାଜ୍ୟ କଂଗ୍ରେସ୍ ନେତା। ୯ ବିଧାୟକଙ୍କ ସମେତ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଶରତ ପଟ୍ଟନାୟକ ଓ ଜୟଦେବ ଜେନାଙ୍କ ଭଳି ବରିଷ୍ଠ ନେତା। ଆସନ୍ତାକାଲି ରାହୁଲ ଗାନ୍ଧି ଓଡିଶା କଂଗ୍ରେସ ନେତୃତ୍ୱଙ୍କ ସହ କରିବେ ଓ୍ୱାନ୍ ଟୁ ଓ୍ୱାନ୍ ଆଲୋଚନା। ପିସିସି ସଭାପତି ଚୟନ ସହ ସାଂଗଠନିକ ପରିବର୍ତ୍ତନ ଉପରେ ଚୂଡାନ୍ତ ନିଷ୍ପତ୍ତି ହେବ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)