Opposition parties target BJD
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସାଜିଛି କି ପାର୍ଟି ଅଫିସ୍ ? ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମୁହାଁ ଜିଲ୍ଲା ସଭାପତି, ପର୍ଯ୍ୟବେକ୍ଷକଙ୍କଠୁ ନେଇ ନେତା, ବିଧାୟକ, ମନ୍ତ୍ରୀ ଗଲେ, ମିଟିଂ ସାରି ଫେରିଲେ। ଏପଟେ ଭାଇରାଲ୍ ହେଉଥିବା ବିଜୁ ଛାତ୍ର ଓ ଯୁବ ଜନତା ଦଳର ଏକାଧିକ ନେତାଙ୍କ ସୋସିଆଲ୍ ମିଡିଆ ପୋଷ୍ଟସବୁରେ ଲେଖାଯାଇଛି- ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ପଦାଧିକାରୀଙ୍କୁ ଭିସିରେ ମୁଖ୍ୟମନ୍ତ୍ରୀ ଗୁରୁମନ୍ତ୍ର ଦେଲେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)