ବିଜେଡିରେ ଏବେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପଲ୍ଲା ଭାରି ! ଦଳରେ ନେତା ଓ କର୍ମୀ ଗୌଣ, SHGଙ୍କୁ ନେଇ ଚାଲିଛି ସମାନ୍ତରାଳ ସଙ୍ଗଠନ ! ଧାମନଗର ଉପନିର୍ବାଚନରେ ବିଜେଡି ଟିକଟ୍ ପାଇଁ ଟଣାଓଟରା ଭିତରେ ବାଜି ମାରି ନେଇଥିଲେ SHG ବ୍ୟାକ୍‌ଗ୍ରାଉଣ୍ଡରୁ ଆସିଥିବା ଅବନ୍ତୀ ଦାସ ।