Congress MLA Md Moquims
Advertisment
ମହମ୍ମଦ ମୋକିମଙ୍କ ବିଧାୟକ ପଦ ରଦ୍ଦ। କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା। ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ। ନାମାଙ୍କନ ବେଳେ ଅପରାଧିକ ତଥ୍ୟ ଲୁଚାଇଥିବାରୁ ରାୟ । ମୋକିମ୍ କହିଲେ ରାୟ ବିରୋଧରେ ସୁପ୍ରିମକୋର୍ଟକୁ ଯିବି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us