Advertisment

ବିଜେପିରୁ ପ୍ରଦୀପ ପୁରୋହିତ ଓ କଂଗ୍ରେସ ରୁ ସତ୍ୟଭୂଷଣ ସାହୁ ପ୍ରାର୍ଥୀ ହେବା ପରେ ବିଜେଡିକୁ କିଏ ?

ଦିବଂଗତ ବିଧାୟକ ବିଜୟ ରଂଜନ ସିଂ ବରିହାଙ୍କ ଧର୍ମପତ୍ନୀ ତିଳୋତ୍ତମା ସିଂ ବରିହାଙ୍କ ନାଁକୁ ନେଇ ପ୍ରଥମରୁ ଚର୍ଚ୍ଚା ହେଉଥିବା ବେଳେ ଏବେ ତାଙ୍କ ଦୁଇ ଝିଅଙ୍କ ନାଁ ସାମ୍ନାକୁୁ ଆସିଛି ।

author-image
Satyendu Shekher Mishra

ପଦ୍ମପୁର ଉପନିର୍ବାଚନ ପାଇଁ କାହା ଉପରେ ଭରସା କରିବ ଦଳ ? ଚର୍ଚ୍ଚାରେ ଏବେ ଅନେକ ନାଁ । ଦିବଂଗତ ବିଧାୟକ ବିଜୟ ରଂଜନ ସିଂ ବରିହାଙ୍କ ଧର୍ମପତ୍ନୀ ତିଳୋତ୍ତମା ସିଂ ବରିହାଙ୍କ ନାଁକୁ ନେଇ ପ୍ରଥମରୁ ଚର୍ଚ୍ଚା ହେଉଥିବା ବେଳେ ଏବେ ତାଙ୍କ ଦୁଇ ଝିଅଙ୍କ ନାଁ ସାମ୍ନାକୁୁ ଆସିଛି ।

Advertisment
BJD BJP Congress padmapur-bypoll
Advertisment
Advertisment