Padmapur Bypoll
Advertisment
ପଦ୍ମପୁର ଉପନିର୍ବାଚନ ପାଇଁ କାହା ଉପରେ ଭରସା କରିବ ଦଳ ? ଚର୍ଚ୍ଚାରେ ଏବେ ଅନେକ ନାଁ । ଦିବଂଗତ ବିଧାୟକ ବିଜୟ ରଂଜନ ସିଂ ବରିହାଙ୍କ ଧର୍ମପତ୍ନୀ ତିଳୋତ୍ତମା ସିଂ ବରିହାଙ୍କ ନାଁକୁ ନେଇ ପ୍ରଥମରୁ ଚର୍ଚ୍ଚା ହେଉଥିବା ବେଳେ ଏବେ ତାଙ୍କ ଦୁଇ ଝିଅଙ୍କ ନାଁ ସାମ୍ନାକୁୁ ଆସିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us