Advertisment

କଂଗ୍ରେସ ପାଇଁ ପ୍ରାର୍ଥୀ ବାଛୁଛି ଶାସକ ଦଳ: ପ୍ରଦୀପ ପୁରୋହିତ

ପଦ୍ମପୁର ଉପନିର୍ବାଚନ ଲାଗି ସବୁ ଦଳର ପାଗ ଭିଡ଼ା। ଧାମନଗର ବିପର୍ଯ୍ୟୟ ପରେ ବିଜେଡି ଏଥର ଢିଲା ଦେବା ମୁଡ୍‌ରେ ନାହିଁ। ନିଜ ଗଡ଼କୁ ବଞ୍ଚାଇବାକୁ ନେତା, ମନ୍ତ୍ରୀ, ବିଧାୟକ ଆଜିଠାରୁ ପଦ୍ମପୁରରେ ଡେରା ପକାଇ ପ୍ରସ୍ତୁତ କଲେଣି ରଣନୀତି।

author-image
Sarbeswar
ଅଦ୍ୟତନ ହୋଇଛି

ପଦ୍ମପୁର ଉପନିର୍ବାଚନ ଲାଗି ସବୁ ଦଳର ପାଗ ଭିଡ଼ା। ଧାମନଗର ବିପର୍ଯ୍ୟୟ ପରେ ବିଜେଡି ଏଥର ଢିଲା ଦେବା ମୁଡ୍‌ରେ ନାହିଁ। ନିଜ ଗଡ଼କୁ ବଞ୍ଚାଇବାକୁ ନେତା, ମନ୍ତ୍ରୀ, ବିଧାୟକ ଆଜିଠାରୁ ପଦ୍ମପୁରରେ ଡେରା ପକାଇ ପ୍ରସ୍ତୁତ କଲେଣି ରଣନୀତି।

Advertisment
padmapur-bypoll
Advertisment
Advertisment