Advertisment

ରେକର୍ଡ ଭୋଟିଂ ! କାହାର ହେବ ପଦ୍ମପୁର ? ବିଜେଡିର ଦାବି ୫ ହଜାରରୁ ଅଧିକ ମାର୍ଜିନରେ ଜିତିବ

କାହାର ହେବ ପଦ୍ମପୁର ? କିଏ ମାରିବ ବାଜି ? ରେକର୍ଡ ମତଦାନ କାହାକୁ ସୁହାଇବ ? ଏସବୁ ପ୍ରଶ୍ନର ଉତ୍ତର ତ ୮ ତାରିଖରେ ମିଳିବ, ହେଲେ ଭୋଟ୍ ସରିବା ପରେ ସବୁ ଦଳ ନିଜ ନିଜ ସ୍ତରରେ ରିପୋର୍ଟ ନେବା ଆରମ୍ଭ କରିଛନ୍ତି । ନିଜର ଏଜେଣ୍ଟ, ପଂଚାୟତ ସ୍ତରର ନେତା ଓ ଅବଜର୍ଭରମାନଙ୍କଠାରୁ ସଂଗ୍ରହ କରୁଛନ୍ତି ବୁଥ୍ଓ୍ୱାରି ରିପୋର୍ଟ । କେଉଁ ବୁଥ୍‌ରେ କେତେ ଭୋଟ୍ ପଡ଼ିଛି, କେଉଁଠି କିଏ ଲିଡ୍ ନେବାର ସମ୍ଭାବନା ଅଛି ସେସବୁର ଚାଲିଛି ମିଶାଣ ଫେଡ଼ାଣ ।

BJD BJP Congress Odisha Politics
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ