Political heavy weights campaign for Padampur Bypolls
ମୈଦାନରେ ମାଳ ମାଳ ହେଭିେଓ୍ୱଟ୍। ଚାଲିଛି ଘମାଘୋଟ ପ୍ରଚାର। ପଦ୍ମପୁର ଭୋଟ୍ ଯେତିକି ପାଖଉଛି, କ୍ୟାଂପେନ୍ ସେତିକି ଜମୁଛି..। ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ଆଜି ପ୍ରଚାର ମଙ୍ଗ ଧରିଥିଲେ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର। ଏହି ଦୁଇ ହେଭିେଓ୍ୱଟ୍ ଦିନ ପ୍ରାୟ ୧୨ଟା ବେଳେ ହେଲିକପ୍ଟର ଯୋଗେ ପହଞ୍ଚିଥିଲେ ଝାରବନ୍ଧ ବ୍ଲକ ବିଳାସପୁର ଜନସଭା ନିକଟରେ। ଉଭୟ ନେତାଙ୍କୁ ସ୍ଥାନୀୟ ଜନତା ଓ ନେତା ପାଛୋଟି ନେଇଥିଲେ ସଭାମଞ୍ଚକୁ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)