ଅଦ୍ୟତନ ହୋଇଛି
Padmapur Bypoll
Advertisment
ପଦ୍ମପୁର ରାଜନୀତିରେ ଏବେ ବଡ଼ ପ୍ରସଙ୍ଗ ଚାଷ ଓ ଚାଷୀ ସମସ୍ୟା । ଚାଷୀମାନେ ହିଁ ନିର୍ଣ୍ଣାୟକ ଭୂମିକାରେ ଥିବାରୁ ସବୁ ଦଳର ଫୋକସ୍ରେ ଅନ୍ନଦାତା । ବିଭିନ୍ନ ଚାଷୀ ସଂଗଠନ ଫସଲ ବୀମା ପ୍ରସଙ୍ଗରେ ଆନ୍ଦୋଳନ ଜାରି ରଖିଥିବା ବେଳେ ଗତକାଲି ବିଜେପି ନେତା ପ୍ରଦୀପ ପୁରୋହିତ ଆନ୍ଦୋଳନକାରୀଙ୍କୁ ଭେଟିଥିଲେ । ସେହିଭଳି ଆଜି ବିଜେଡି ବିଧାୟକ ସୁଶାନ୍ତ ସିଂ ଚାଷୀ ନେତାଙ୍କୁ ଭେଟି ଆଲୋଚନା କରିଛନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us