ତ୍ରୀସ୍ତରୀୟ ପଞ୍ଚାୟତ ନିିର୍ବାଚନ ଲାଗି ନାମାଙ୍କନ ପତ୍ରର ଯାଞ୍ଚ ଆରମ୍ଭ ହୋଇଛି । ଉପଜିଲ୍ଲାପାଳ ଓ ବ୍ଲକ କାର୍ଯ୍ୟାଳୟରେ ଯାଞ୍ଚ ପ୍ରକ୍ରିୟା ଚାଲିଛି । ଆସନ୍ତାକାଲି ଅପରାହ୍ନ ୩ଟା ସୁଦ୍ଧା ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ ।