ଆଜି ପୁଣି ଗଣମାଧ୍ୟମ ଆଗରେ ବିଷୋଦଗାର କରିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ନବୀନଙ୍କ ଶାସନ ବ୍ୟବସ୍ଥାରେ କ୍ରୀତଦାସ ବ୍ୟବସ୍ଥାକୁ ଗ୍ରହଣ କରିବା ପାଇଁ ବାଧ୍ୟ କରାଯାଉଛି। ଯାହାକି ସ୍ୱାଭିମାନୀ ଓଡ଼ିଶାବାସୀଙ୍କ ପାଇଁ ଅଭିଶାପ ବୋଲି ପ୍ରଦୀପ କହିଛନ୍ତି। ଏହାସହ କୋଭିଡ୍ ସମୟରେ ତାଙ୍କର ମନ୍ତବ୍ୟକୁ ନେଇ 5T ସଚିବ ଯେଉଁକଥା କହିଥିଲେ, ତା’ର ପ୍ରମାଣ ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ଥିବ, ସେନେଇ ମୁଖ୍ୟମନ୍ତ୍ରୀ ସ୍ପଷ୍ଟୀକରଣ ଦେଇପାରିବେ ବୋଲି ବିଧାୟକ ପ୍ରଦୀପ ପାଣିଗ୍ରାହୀ କହିଛନ୍ତି।
Published By: Satyendu Shekher Mishra
Last updated: 26 August 2023, 02:32 PM IST
ସେମାନଙ୍କ ଦେଶର ବଜେଟଠୁ କିଟ୍ ବଜେଟ ଅଧିକ କହିବା ନିନ୍ଦନୀୟ। ଓଡିଶା ସରକାର ଦେଖାଇଦେବା ଦରକାର ଯେ, ଦେଶ ଉପରେ କଥା ଆସିଲେ କାହାକୁ ଛଡା ଯିବା ଉଚିତ ନୁହେଁ। ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ କିଟ୍ ବିରୋଧରେ ନେବା ଦରକାର। ନଚେତ ବିଦେଶୀ ଛାତ୍ରଛାତ୍ରୀ ଓଡ଼ିଶା ଆସି ପଢିବା ପାଇଁ ଭୟ କରିବେ ବୋଲି ପୂର୍ବତନ ମୁଖ୍ୟ ଶାସନସଚିବ ଚେତାଇ ଦେଇଛନ୍ତି।