Advertisment

ଘନଉଛି କ୍ୟାସ୍ ଫର୍ କ୍ୱେରି ବିବାଦ

ଟିଏମ୍ସି ସାଂସଦ ମହୁଆ ମୈତ୍ର କ୍ୟାସ ଫର କ୍ୱେରି ବା ଟଙ୍କା ବଦଳରେ ପ୍ରଶ୍ନ ବିବାଦରେ ପୁରୀ ବିଜେଡି ସାଂସଦ ପିନାକି ମିଶ୍ରଙ୍କ ନାଁ। ମହୁଆଙ୍କ ସହ ସାଂସଦ ପିନାକି ମିଶ୍ର, ଶଶି ଥରୁର ଓ ରାହୁଲ ଗାନ୍ଧୀଙ୍କର ନିବିଡ ସଂପର୍କର ଥିବା ନିଜ ସତ୍ୟାପାଠରେ ଲେଖିଛନ୍ତି ବ୍ୟବସାୟୀ ଦର୍ଶନ ହୀରାନନ୍ଦାନି..

author-image
Manoranjan Behera

ଟିଏମ୍ସି ସାଂସଦ ମହୁଆ ମୈତ୍ର କ୍ୟାସ ଫର କ୍ୱେରି ବା ଟଙ୍କା ବଦଳରେ ପ୍ରଶ୍ନ ବିବାଦରେ ପୁରୀ ବିଜେଡି ସାଂସଦ ପିନାକି ମିଶ୍ରଙ୍କ ନାଁ। ମହୁଆଙ୍କ ସହ ସାଂସଦ ପିନାକି ମିଶ୍ର, ଶଶି ଥରୁର ଓ ରାହୁଲ ଗାନ୍ଧୀଙ୍କର ନିବିଡ ସଂପର୍କର ଥିବା ନିଜ ସତ୍ୟାପାଠରେ ଲେଖିଛନ୍ତି ବ୍ୟବସାୟୀ ଦର୍ଶନ ହୀରାନନ୍ଦାନି..

Advertisment
BJP Odisha Politics MP Pinaki Mishra
Advertisment
Advertisment