Advertisment

ପାରାଦୀପ ବିଜେଡି ଟିକେଟ୍ ରେସରେ ମିସେସ୍ ସର୍ଖେଲଙ୍କ ଏଣ୍ଟ୍ରି

ଶଙ୍ଖ ଧରିଛନ୍ତି କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ। ପୂର୍ବରୁ ବିଧାୟକ ସମ୍ବିତ ରାଉତରାୟ, ନଚେତ୍ ତାଙ୍କ ପତ୍ନୀ ଗୀତାଞ୍ଜଳି କିମ୍ବା ସମ୍ବିତଙ୍କ ଭଉଣୀ ପ୍ରୀତିନନ୍ଦାଙ୍କୁ ଦଳ ଟିକେଟ୍ ଦେଇପାରେ ବୋଲି ଚର୍ଚ୍ଚା ହେଉଥିଲା । ହେଲେ ମୋନିଦୀପାଙ୍କୁ ଶଙ୍ଖ ଧରାଇ, ଏଥର ନିର୍ବାଚନରେ ଦାମୋଦର ରାଉତଙ୍କ ପରିବାର ହାତରୁ ୫ ଦଶନ୍ଧି ପୁରୁଣାକ୍ଷମତାକୁ ଛଡ଼ାଇ ନେବାକୁ, ଅସନ୍ତୁଷ୍ଟ ଦଳୀୟ ନେତାମାନେ ରଣନୀତି ପ୍ରସ୍ତୁତ କରିଥିବା ଚର୍ଚ୍ଚା ହେଉଛି ।

Advertisment

ଶଙ୍ଖ ଧରିଛନ୍ତି କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ। ପୂର୍ବରୁ ବିଧାୟକ ସମ୍ବିତ ରାଉତରାୟ, ନଚେତ୍ ତାଙ୍କ ପତ୍ନୀ ଗୀତାଞ୍ଜଳି କିମ୍ବା ସମ୍ବିତଙ୍କ ଭଉଣୀ ପ୍ରୀତିନନ୍ଦାଙ୍କୁ ଦଳ ଟିକେଟ୍ ଦେଇପାରେ ବୋଲି ଚର୍ଚ୍ଚା ହେଉଥିଲା । ହେଲେ ମୋନିଦୀପାଙ୍କୁ ଶଙ୍ଖ ଧରାଇ, ଏଥର ନିର୍ବାଚନରେ ଦାମୋଦର ରାଉତଙ୍କ ପରିବାର ହାତରୁ ୫ ଦଶନ୍ଧି ପୁରୁଣାକ୍ଷମତାକୁ ଛଡ଼ାଇ ନେବାକୁ, ଅସନ୍ତୁଷ୍ଟ ଦଳୀୟ ନେତାମାନେ ରଣନୀତି ପ୍ରସ୍ତୁତ କରିଥିବା ଚର୍ଚ୍ଚା ହେଉଛି।...   

Advertisment
BJD Paradip
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ