BJD
ବିଜେଡି ଗଢିଲା ରାଜ୍ୟସ୍ତରୀୟ ସମନ୍ୱୟ କମିଟି । ୧୫ ଜଣିଆ କମିଟିରୁ ବାଦ ପଡିଲେ ବବି, ସଞ୍ଜୟ, ଅତନୁ, ରାଜା ସ୍ୱାଇଁ, ମାନସ ମଙ୍ଗରାଜଙ୍କ ଭଳି ଆଗଧାଡ଼ିର ନେତା । ଯାହାକୁ ନେଇ ଚର୍ଚ୍ଚା ଜୋରଦାର୍ । ସେପଟେ ଯୁବ ବର୍ଗଙ୍କ ପ୍ରତିନିଧିତ୍ୱ ନଗଣ୍ୟ ଥିବାରୁ ଦଳ ଭିତରୁ ଆସିଲା ଅସନ୍ତୋଷର ସ୍ୱର । ଭୁବନେଶ୍ୱର ମହାନଗର ନିଗମର ଟାଣୁଆ କର୍ପୋରେଟର ଅମରେଶ ଜେନା ଖୋଲାଖୋଲି ଭାବେ କହିଛନ୍ତି, ଯେ କମିଟିରେ ଯୁବ ବର୍ଗଙ୍କୁ ଅଧିକ ସୁଯୋଗ ମିଳିବାର ଥିଲା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)