ଗସ୍ତର ପ୍ରଥମ ଦିନରେ ନବୀନ ପହଞ୍ଚିଛନ୍ତି ଇଟାଲୀର ରୋମ ସହରରେ । ସେଠାରେ ପହଞ୍ଚିବା ପରେ ନବୀନ ଇଟାଲୀରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ନୀନା ମାଲହୋତ୍ରାଙ୍କୁ ଭେଟିଛନ୍ତି । ଏଠାରେ ମୁଖ୍ୟମନ୍ତ୍ରୀ ୬ ଦିନ ରହିବାର କାର୍ଯ୍ୟକ୍ରମ ରହିଛି । ଓ୍ୱାର୍ଲଡ୍ ଫୁଡ୍ ପ୍ରୋଗ୍ରାମ୍ -WFP ପକ୍ଷରୁ ରୋମ୍କୁ ତାଙ୍କୁ ନିମନ୍ତ୍ରଣ କରଯାଇଛି ।
Published: Satyendu Shekher Mishra
Last updated: 20 June 2022, 08:54 PM IST
ସେମାନଙ୍କ ଦେଶର ବଜେଟଠୁ କିଟ୍ ବଜେଟ ଅଧିକ କହିବା ନିନ୍ଦନୀୟ। ଓଡିଶା ସରକାର ଦେଖାଇଦେବା ଦରକାର ଯେ, ଦେଶ ଉପରେ କଥା ଆସିଲେ କାହାକୁ ଛଡା ଯିବା ଉଚିତ ନୁହେଁ। ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ କିଟ୍ ବିରୋଧରେ ନେବା ଦରକାର। ନଚେତ ବିଦେଶୀ ଛାତ୍ରଛାତ୍ରୀ ଓଡ଼ିଶା ଆସି ପଢିବା ପାଇଁ ଭୟ କରିବେ ବୋଲି ପୂର୍ବତନ ମୁଖ୍ୟ ଶାସନସଚିବ ଚେତାଇ ଦେଇଛନ୍ତି।