Advertisment

‘ଓଡ଼ିଶା ପରିବାର’ ନିର୍ଦ୍ଦେଶାଳୟ ଗଠନ ପୂର୍ବରୁ କେଁ, ସରକାରୀକରଣ କରିବା ନେଇ ବର୍ଷିଲେ ବିରୋଧୀ

ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ଗଠନ ପୂର୍ବରୁ କେଁ ନିଷ୍ପତ୍ତିକୁ ବିରୋଧୀ ବିଜେପି ଓ କଂଗ୍ରେସର ବିରୋଧ । ବିଜେଡିର 'ଓଡ଼ିଶା ମୋ ପରିବାର'ର ସରକାରୀକରଣ ଅଭିଯୋଗ । ଉପଦେଷ୍ଟା ପରିଷଦରେ ବିଜେଡି ନେତାଙ୍କୁ ଥଇଥାନ ଯୋଜନା । ଦେଶ ବିଦେଶରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କୁ ଆକୃଷ୍ଟ କରିବା ପାଇଁ ଗଠନ ହେବାକୁ ଯାଉଛି । ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ । ସେମାନଙ୍କ ସମସ୍ୟା ଦୂର ପାଇଁ କାର୍ଯ୍ୟ କରିବ ଏହି ନିର୍ଦ୍ଦେଶାଳୟ । ଶିକ୍ଷା, ଗବେଷଣା, ଶିଳ୍ପୋଦ୍ୟୋଗ ଆଦି କ୍ଷେତ୍ରରେ ଏହି ଡିରେକ୍ଟୋରେଟ୍ ସହାୟକ ହେବ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରହିବ ପରାମର୍ଶଦାତା ପରିଷଦ

BJD BJP Congress State Government
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ