Advertisment

ବିଜେଡି ଛାଡ଼ିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ।

ଭଦ୍ରକରେ ବିଜେଡିକୁ ଶକ୍ତ ଧକ୍କା। ବିଜେଡି ଛାଡ଼ିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ। ବିଜେଡିରୁ ଇସ୍ତଫା ଦେଲେ ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତି ସାମଲ। ୨୦୦୩ରେ ଭଦ୍ରକ ପୌରପାଳିକା ଅଧ୍ୟକ୍ଷ ଥିଲେ ପ୍ରୟାସକାନ୍ତି।

author-image
Santosh Kumar Sahoo

ଭଦ୍ରକରେ ବିଜେଡିକୁ ଶକ୍ତ ଧକ୍କା । ବିଜେଡି ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ । ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତି ସାମଲ ବିଜେଡିରୁ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ପାଇଁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା କହିଛନ୍ତି ପ୍ରୟାସକାନ୍ତି । ୨୦୦୩ରେ ଭଦ୍ରକ ପୌରପାଳିକା ଅଧ୍ୟକ୍ଷ ଥିଲେ ପ୍ରୟାସକାନ୍ତି ସାମଲ । ପୂର୍ବରୁ ସେ ବିଜେଡିର ରାଜ୍ୟ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଇଥିଲେ । 

Advertisment
BJD Bhadrak
Advertisment
Advertisment