କେନ୍ଦୁଝରରେ ଶୂନ ହୋଇଯିବ କି ବିଜେଡି ? ସଦର ଓ ବାଂଶପାଳର ବିଜେଡି ନେତା ଓ କର୍ମୀ ବିଜେପି ମୁହାଁ । ବିଜେଡି ସମର୍ଥିତ ସରପଞ୍ଚ ଓ ସମିତିସଭ୍ୟ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କୁ ।
Published By: Sujit kumar Swain
Last updated: 09 August 2024, 10:45 PM IST
ସେମାନଙ୍କ ଦେଶର ବଜେଟଠୁ କିଟ୍ ବଜେଟ ଅଧିକ କହିବା ନିନ୍ଦନୀୟ। ଓଡିଶା ସରକାର ଦେଖାଇଦେବା ଦରକାର ଯେ, ଦେଶ ଉପରେ କଥା ଆସିଲେ କାହାକୁ ଛଡା ଯିବା ଉଚିତ ନୁହେଁ। ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ କିଟ୍ ବିରୋଧରେ ନେବା ଦରକାର। ନଚେତ ବିଦେଶୀ ଛାତ୍ରଛାତ୍ରୀ ଓଡ଼ିଶା ଆସି ପଢିବା ପାଇଁ ଭୟ କରିବେ ବୋଲି ପୂର୍ବତନ ମୁଖ୍ୟ ଶାସନସଚିବ ଚେତାଇ ଦେଇଛନ୍ତି।