Dhanu Jatra
ରାଜୁ ଦାସଙ୍କ ସମର୍ଥକଙ୍କ ବିସ୍ଫୋରକ ବୟାନ। ଅବନ୍ତୀ ଦାସ ବିଜେଡିର ପ୍ରାର୍ଥୀ ହେବା ନେଇ ଚୂଡ଼ାନ୍ତ ନିଷ୍ପତ୍ତି ପରେ ରାଜେନ୍ଦ୍ରଙ୍କ ଉପରେ ପଡିଥିବା ଚାପକୁ ନେଇ ଚାଂଚଲ୍ୟକର ଖୁଲାସା। କହିଛନ୍ତି, ଅବନ୍ତୀଙ୍କୁ ସେତେବେଳେ ସମର୍ଥନ କରିନଥିଲେ। ରାଜେନ୍ଦ୍ରଙ୍କୁ ହତ୍ୟା କରାଯାଇଥାନ୍ତା। ଓଟିଭିର ଜନମଂଚ କାର୍ଯ୍ୟକ୍ରମରେ ଶୈଳେନ୍ଦ୍ର ମହାପାତ୍ର ନାମକ ବ୍ୟକ୍ତି ଆଣିଥିବା ଅଭିଯୋାଗକୁ ନେଇ ଏବେ ହଇଚଇ। ଶୈଳେନ୍ଦ୍ର ଖୋଲାଖୋଲି କହିଛନ୍ତି, ରାଜେନ୍ଦ୍ର ଦାସଙ୍କ ଉପରେ ସେଦିନ ପ୍ରବଳ ଚାପ ପଡିଥିଲା
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)