ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ କମିଶନ ରିପୋର୍ଟକୁ ସାର୍ବଜନୀନ କରାଯିବା ଦାବିକୁ ଗୁରୁତ୍ୱର ସହ ନେଇଛନ୍ତି ହାଇକୋର୍ଟ । ଏ ସଂକ୍ରାନ୍ତରେ ଦାଖଲ ଏକ ଜନସ୍ୱାର୍ଥ ମାମଲାର ପ୍ରାରମ୍ଭିକ ଶୁଣାଣି କରି କୋର୍ଟ ଏନେଇ ରାଜ୍ୟ ସରକାରଙ୍କୁ ନୋଟିସ କରି ଜବାବ ତଲବ କରିଛନ୍ତି । ଜୁଲାଇ ୧୦ ତାରିଖ ସୁଦ୍ଧା ଜବାବ ରଖିବାକୁ କୁହାଯାଇଛି । ସେପଟେ କୋର୍ଟଙ୍କ ଏ ନିର୍ଦ୍ଦେଶ ପରେ ତୁରନ୍ତ ରତ୍ନଭଣ୍ଡାର ଖୋଲାଯିବାକୁ ଦାବି ଉଠିଛି ।
Published: Satyendu Shekher Mishra
Last updated: 25 April 2023, 09:38 PM IST
ଆଗ ମାଆ ସୋନିଆ ଗାନ୍ଧୀ ଜିତିଲେ । ପରେ ଆମେଥି ଆସନରୁ ପୁଅ ରାହୁଲଙ୍କୁ ଛିଡା କରାଇ ଜିତାଇଲେ । ଏବେ ରାହୁଲ ଦୁଇଟି ଆସନରୁ ଜିତି ୱାୟନାଡ ଆସନରୁ ଇସ୍ତଫା ଦେଲେ। ଭଉଣୀ ପ୍ରିୟଙ୍କା ସେହି ଆସନରୁ ଉପନିର୍ବାଚନରେ ପ୍ରାର୍ଥୀ ହୋଇ ଜିତିଲେ । ଏବେ ସଂସଦରେ ନେହରୁ ଗାନ୍ଧୀ ପରିବାରର ୩ ଜଣ ସଦସ୍ୟ । ଭାରତ ଇତିହାସରେ ରେକର୍ଡ ।