Highcourt Order On Ratna Bhandar Key Missing Issue
ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ କମିଶନ ରିପୋର୍ଟକୁ ସାର୍ବଜନୀନ କରାଯିବା ଦାବିକୁ ଗୁରୁତ୍ୱର ସହ ନେଇଛନ୍ତି ହାଇକୋର୍ଟ । ଏ ସଂକ୍ରାନ୍ତରେ ଦାଖଲ ଏକ ଜନସ୍ୱାର୍ଥ ମାମଲାର ପ୍ରାରମ୍ଭିକ ଶୁଣାଣି କରି କୋର୍ଟ ଏନେଇ ରାଜ୍ୟ ସରକାରଙ୍କୁ ନୋଟିସ କରି ଜବାବ ତଲବ କରିଛନ୍ତି । ଜୁଲାଇ ୧୦ ତାରିଖ ସୁଦ୍ଧା ଜବାବ ରଖିବାକୁ କୁହାଯାଇଛି । ସେପଟେ କୋର୍ଟଙ୍କ ଏ ନିର୍ଦ୍ଦେଶ ପରେ ତୁରନ୍ତ ରତ୍ନଭଣ୍ଡାର ଖୋଲାଯିବାକୁ ଦାବି ଉଠିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)