Advertisment

ସରକାରଙ୍କୁ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କୋର୍ଟଙ୍କ ଏ ନିର୍ଦ୍ଦେଶ ପରେ ତୁରନ୍ତ ରତ୍ନଭଣ୍ଡାର ଖୋଲାଯିବାକୁ ଦାବି ଉଠିଛି ।

Advertisment

ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ କମିଶନ ରିପୋର୍ଟକୁ ସାର୍ବଜନୀନ କରାଯିବା ଦାବିକୁ ଗୁରୁତ୍ୱର ସହ ନେଇଛନ୍ତି ହାଇକୋର୍ଟ । ଏ ସଂକ୍ରାନ୍ତରେ ଦାଖଲ ଏକ ଜନସ୍ୱାର୍ଥ ମାମଲାର ପ୍ରାରମ୍ଭିକ ଶୁଣାଣି କରି କୋର୍ଟ ଏନେଇ ରାଜ୍ୟ ସରକାରଙ୍କୁ ନୋଟିସ କରି ଜବାବ ତଲବ କରିଛନ୍ତି । ଜୁଲାଇ ୧୦ ତାରିଖ ସୁଦ୍ଧା ଜବାବ ରଖିବାକୁ କୁହାଯାଇଛି । ସେପଟେ କୋର୍ଟଙ୍କ ଏ ନିର୍ଦ୍ଦେଶ ପରେ ତୁରନ୍ତ ରତ୍ନଭଣ୍ଡାର ଖୋଲାଯିବାକୁ ଦାବି ଉଠିଛି ।

Advertisment
Srimandir
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ