ଓଡ଼ିଶାରେ ଆରମ୍ଭ ହେଲା କି ଧର୍ମକୁ ନେଇ ରାଜନୀତି ଟ୍ରେଣ୍ଡ୍ । ସମ୍ବଲପୁର ହିଂସାକୁ ନେଇ ଭିଏଚପିର ବନ୍ଦକୁ ବିଜେପିର ସମର୍ଥନ ଓ ପ୍ରତିବାଦରେ ବିଜେଡିର ଶାନ୍ତି
ଶୋଭାଯାତ୍ରାକୁ ପରେ ଚର୍ଚ୍ଚା ଜୋର୍ । ଦୁଇ ଦଳ ଫୋକସରେ ହିନ୍ଦୁ ଭୋଟ୍, ହିଂସାକୁ ନେଇ ପୁଣି ମୁହାଁମୁହିଁ
Published: Sarbeswar
Last updated: 20 April 2023, 10:49 PM IST
ଏହାରି ଭିତରେ ଖୋର୍ଦ୍ଧା, କଟକ ସମେତ ୪ ଜିଲ୍ଲାକୁ ଆସନ୍ତାକାଲି ଯାଏଁ ଜାରି କରାଯାଇଛି ଅରେଞ୍ଜ୍ ୱାର୍ଣ୍ଣିଂ । ସେପଟେ ତାତି ବଢାଇଛି ଦିନ ମଜୁରିଆଙ୍କ ସମସ୍ୟା । ସରକାରଙ୍କ ବାରଣ ସତ୍ତ୍ୱେ ବି ଡହଡହ ଖରାରେ ପେଟ ପାଇଁ ମୂଲ ଖଟିବାକୁ ବାଧ୍ୟ ହେଉଛନ୍ତି ସେମାନେ ।