VK Pandian
ପାଣ୍ଡିଆନ୍ଙ୍କ ହେଲିପ୍ୟାଡ୍ ପାଇଁ ଖର୍ଚ୍ଚ ହୋଇଛି କୋଟି କୋଟି ଟଙ୍କା । ବାଉଁଶ ବ୍ୟାରିକେଡ୍ ଓ ସଭାସ୍ଥଳ ଖର୍ଚ୍ଚର ତ ହିସାବ ନାହିଁ । ଗୋଟିଏ ଗୋଟିଏ କାମକୁ ଦି-ତିନି ଜଣ ଠିକାଦାର, ତିନି ତିନି ଥର ଖର୍ଚ୍ଚ । କେଉଁଠି ହେଲିପ୍ୟାଡ୍ ପାଇଁ ବ୍ୟାରିକେଡ୍ ବନ୍ଧା ତ କେଉଁଠି ସଭାସ୍ଥଳ ନିର୍ମାଣ, କୋଟି କୋଟି ଟଙ୍କାର କାମ ହୋଇଛି । ବାରମ୍ବାର ବିଲ୍ ହୋଇଛି, ଏକାଧିକ ଠିକାଦାର କାମ କରିଛନ୍ତି । ଚକିତ କଲାଭଳି ଏହ ତଥ୍ୟ ମିଳିଛି ଆରଟିଆଇରୁ । ଭାତ ହାଣ୍ଡିରୁ ଗୋଟିଏ ଭଳି ଇଏ ତା’ର ଏକ ତଥ୍ୟ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)