ଅଶୋକ ଗେହେଲଟ୍ ବନାମ ଶଶି ଥରୁର୍ । କଂଗ୍ରେସ ମଙ୍ଗୁଆଳକୁ ନେଇ ବିବାଦ ଆରମ୍ଭ ହେବାକୁ ଲାଗିଲାଣି । ଏବେ ହେବକି ଗୋଷ୍ଠୀ ଯୁଦ୍ଧ
Published: Manoranjan Behera
Last updated: 21 September 2022, 09:49 PM IST
IAS ବାବୁଙ୍କ ସମ୍ପତ୍ତି କେତେ ? କେତେ ରହିଛି ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ? ନା କେହି ତଥ୍ୟ ରଖୁଛନ୍ତି ନା ମିଳିପାରୁଛି ସ୍ପଷ୍ଟ ସୂଚନା । ଆମେ ଆପଣଙ୍କୁ ମନେ ପକାଇ ଦେଉଛୁ ଯେ, ୨୦୨୦ରେ ମୁଖ୍ୟମନ୍ତ୍ରୀ ଏକ ଟ୍ୱିଟ୍ କରିଥିଲେ । ଯେଉଁଥିରେ କୁହାଯାଇଥିଲା ସରପଞ୍ଚଙ୍କଠୁ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବଙ୍କ ଯାଏଁ ସର୍ବସାଧାରଣରେ ପ୍ରକାଶ କରିବେ ସମ୍ପତ୍ତି ତାଲିକା ।