୨୦୨୨ ପଂଚାୟତ ନିର୍ବାଚନରେ ବିଜୟ ଲାଭ କରିଥିବା ଜିଲ୍ଲା ପରିଷଦ ସଦସ୍ୟଙ୍କ ସତ୍ୟପାଠକୁ ଅନୁଧ୍ୟାନ କଲା ପରେ ଏଭଳି ରିପୋର୍ଟ ପ୍ରକାଶ କରିଛି ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ ବା ଏଡିଆର୍ । ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏଡିଆର ଅନୁଧ୍ୟାନ କରିଥିବା ୭୨୬ ଜଣ ଜିଲ୍ଲାପରିଷଦ ସଦସ୍ୟଙ୍କ ମଧ୍ୟରୁ ୮୨ ଜଣଙ୍କ ନାଁରେ ରହିଛି ଅପରାଧିକ ମାମଲା । ଆଉ ସେଥିମଧ୍ୟରୁ ୬୬ଜଣ ବିଜେଡି, ବିଜେପିର ୬ ଓ କଂଗ୍ରେସରୁ ୭ ଜଣ ପ୍ରାର୍ଥୀ ଅଛନ୍ତି ।
Published: Satyendu Shekher Mishra
Last updated: 17 May 2022, 09:46 PM IST
ଆଗ ମାଆ ସୋନିଆ ଗାନ୍ଧୀ ଜିତିଲେ । ପରେ ଆମେଥି ଆସନରୁ ପୁଅ ରାହୁଲଙ୍କୁ ଛିଡା କରାଇ ଜିତାଇଲେ । ଏବେ ରାହୁଲ ଦୁଇଟି ଆସନରୁ ଜିତି ୱାୟନାଡ ଆସନରୁ ଇସ୍ତଫା ଦେଲେ। ଭଉଣୀ ପ୍ରିୟଙ୍କା ସେହି ଆସନରୁ ଉପନିର୍ବାଚନରେ ପ୍ରାର୍ଥୀ ହୋଇ ଜିତିଲେ । ଏବେ ସଂସଦରେ ନେହରୁ ଗାନ୍ଧୀ ପରିବାରର ୩ ଜଣ ସଦସ୍ୟ । ଭାରତ ଇତିହାସରେ ରେକର୍ଡ ।