ADR
୨୦୨୨ ପଂଚାୟତ ନିର୍ବାଚନରେ ବିଜୟ ଲାଭ କରିଥିବା ଜିଲ୍ଲା ପରିଷଦ ସଦସ୍ୟଙ୍କ ସତ୍ୟପାଠକୁ ଅନୁଧ୍ୟାନ କଲା ପରେ ଏଭଳି ରିପୋର୍ଟ ପ୍ରକାଶ କରିଛି ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ ବା ଏଡିଆର୍ । ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏଡିଆର ଅନୁଧ୍ୟାନ କରିଥିବା ୭୨୬ ଜଣ ଜିଲ୍ଲାପରିଷଦ ସଦସ୍ୟଙ୍କ ମଧ୍ୟରୁ ୮୨ ଜଣଙ୍କ ନାଁରେ ରହିଛି ଅପରାଧିକ ମାମଲା । ଆଉ ସେଥିମଧ୍ୟରୁ ୬୬ଜଣ ବିଜେଡି, ବିଜେପିର ୬ ଓ କଂଗ୍ରେସରୁ ୭ ଜଣ ପ୍ରାର୍ଥୀ ଅଛନ୍ତି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)