ରାଜ୍ୟସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ । ଘୋଷଣା ହେଲା ତାରିଖ । ଜୁନ୍ ୧୦ ତାରିଖରେ ହେବ ଭୋଟ୍ । ୨୪ ତାରିଖରେ ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ହେଉଛି ମେ’ ୩୧ । ଜୁନ୍ ୧ରେ ପ୍ରାଥିପତ୍ର ଯାଂଚ ଓ ଜୁନ୍ ୩ ପ୍ରଥିପତ୍ର ପ୍ରତ୍ୟାହାର ପାଇଁ ସମୟ ଧାର୍ଯ୍ୟ କରାଯାଇଛି ।
Published: Satyendu Shekher Mishra
Last updated: 12 May 2022, 09:21 PM IST
ଆଗ ମାଆ ସୋନିଆ ଗାନ୍ଧୀ ଜିତିଲେ । ପରେ ଆମେଥି ଆସନରୁ ପୁଅ ରାହୁଲଙ୍କୁ ଛିଡା କରାଇ ଜିତାଇଲେ । ଏବେ ରାହୁଲ ଦୁଇଟି ଆସନରୁ ଜିତି ୱାୟନାଡ ଆସନରୁ ଇସ୍ତଫା ଦେଲେ। ଭଉଣୀ ପ୍ରିୟଙ୍କା ସେହି ଆସନରୁ ଉପନିର୍ବାଚନରେ ପ୍ରାର୍ଥୀ ହୋଇ ଜିତିଲେ । ଏବେ ସଂସଦରେ ନେହରୁ ଗାନ୍ଧୀ ପରିବାରର ୩ ଜଣ ସଦସ୍ୟ । ଭାରତ ଇତିହାସରେ ରେକର୍ଡ ।