Advertisment

ଦୋକାନ ବଜାର ବନ୍ଦ, ଗାଡ଼ିମୋଟର ବନ୍ଦ

ଦୋକାନ ବଜାର ବନ୍ଦ । ଗାଡ଼ିମୋଟର ବନ୍ଦ । ରାସ୍ତାରେ ଅଟକଛି ଶହ ଶହ ଟ୍ରକ୍ । ସକାଳ ୬ରୁ ସଂଧ୍ୟା ୬ ଯାଏଁ ବିଜେପିର ବନ୍ଦ ପାଳନକୁ ନେଇ ଆଜି ଦେବଗଡ଼ରେ ଠପ୍ ପଡିଯାଇଥିଲା ଜୀବନଯାତ୍ରା ।

Advertisment

ଦୋକାନ ବଜାର ବନ୍ଦ । ଗାଡ଼ିମୋଟର ବନ୍ଦ । ରାସ୍ତାରେ ଅଟକଛି ଶହ ଶହ ଟ୍ରକ୍ । ସକାଳ ୬ରୁ ସଂଧ୍ୟା ୬ ଯାଏଁ ବିଜେପିର ବନ୍ଦ ପାଳନକୁ ନେଇ ଆଜି ଦେବଗଡ଼ରେ ଠପ୍ ପଡିଯାଇଥିଲା ଜୀବନଯାତ୍ରା । ଦଳୀୟ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗରିଫଦାରୀ ପ୍ରତିବାଦ ଓ ତିଲେଇବଣି ବିଡିଓଙ୍କୁ ଗିରଫ ଦାବିରେ ରାସ୍ତାକୁ ଓହ୍ଲାଇଥିଲା ବିଜେପି ।

Advertisment
BJD BJP MLA
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ