ନବୀନଙ୍କ ଗଡ ବଞ୍ଚାଇ ପାରିବେ ତ ସଞ୍ଜୟ ? ଜିଲ୍ଲା ସଭାପତି ଚ୍ୟାଉ ପଟ୍ଟନାୟକ ଓ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ଭିତର କଳି ତୁଟାଇ ପାରିବେ ତ ?
Published By: Sujit kumar Swain
Last updated: 05 February 2025, 08:34 AM IST
ବିଜୁ ବାବୁ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଦୀର୍ଘଦିନ ଧରି ରହି ଚିକିତ୍ସିତ ହେଉଥିଲା ବେଳେ ନବୀନ ବାବୁ ତାଙ୍କୁ ଗୋଟିଏ ଦିନ ବି ଦେଖା କରିବାକୁ କି ଆଶ୍ୱାସନା ଦେବାକୁ ଯାଇନାହାନ୍ତି ବୋଲି କହିଛନ୍ତି ବିଜେପି ବିଧାୟକ । ହସ୍ପିଟାଲର ବିଲ୍ ସେତେବେଳେ ୨୨ ଲକ୍ଷ ଟଙ୍କା ହୋଇଥିଲା । ଏହା ଯେତେବେଳେ ନବୀନ ବାବୁଙ୍କୁ କୁହାଯାଇଥିଲା, ସେ ଘରେ ଲୁଚିଥିଲେ ବୋଲି କହିଛନ୍ତି ବାବୁ ।