ବିଜେଡି ବିଧାୟକ ପ୍ରକାଶ ମାଝୀଙ୍କ ବିରୋଧରେ ସଂଗୀନ ଅଭିଯୋଗ । ନବରଙ୍ଗପୁର ରାଜନୀତିରେ ହଟଚମଟ, ରାଜ୍ୟ ରାଜଧାନୀରେ ହଇଚଇ । ପ୍ରକାଶ ମାଝୀ ଯୌନ ନିର୍ଯାତନା ସହ ଭୃଣହତ୍ୟା ଭଳି ଜଘନ୍ୟ ଅପରାଧରେ ସଂପୃକ୍ତ ଦର୍ଶାଇ ଗର୍ଜିଛନ୍ତି ବିରୋଧୀ ।