ନବୀନଙ୍କ ନୂଆ ଟିମ୍ । ନୂଆ ଚେହେରାଙ୍କୁ ମିଳିଛି ନୂଆ ଦାୟିତ୍ୱ । ସରକାରୀ ଦଳ ମୁଖ୍ୟ ସଚେତକ ଥିବା ପ୍ରମିଳା ମଲ୍ଲିକ ଏବେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ଉଷା ଦେବୀଙ୍କୁ ନଗର ଉନ୍ନୟନ, ପ୍ରତାପ ଦେବଙ୍କୁ ଶକ୍ତି, ଶିଳ୍ପ, MSME ବିଭାଗ ମିଳିଛି । ସେହିପରି ଅତନୁ ସବ୍ୟସାଚୀ ନାୟକ ହୋଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସହ ସମବାୟ ବିଭାଗର ମନ୍ତ୍ରୀ । ପ୍ରଦୀପ ଅମାତଙ୍କୁ ଗୁରୁତ୍ୱପୂର୍ଣ୍ଣ ଜଙ୍ଗଲ ଓ ପରିବେଶ ସହ ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସମ୍ପର୍କ ବିଭାଗ ମିଳିଛି ।
Published: Satyendu Shekher Mishra
Last updated: 05 June 2022, 09:46 PM IST
ସେମାନଙ୍କ ଦେଶର ବଜେଟଠୁ କିଟ୍ ବଜେଟ ଅଧିକ କହିବା ନିନ୍ଦନୀୟ। ଓଡିଶା ସରକାର ଦେଖାଇଦେବା ଦରକାର ଯେ, ଦେଶ ଉପରେ କଥା ଆସିଲେ କାହାକୁ ଛଡା ଯିବା ଉଚିତ ନୁହେଁ। ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ କିଟ୍ ବିରୋଧରେ ନେବା ଦରକାର। ନଚେତ ବିଦେଶୀ ଛାତ୍ରଛାତ୍ରୀ ଓଡ଼ିଶା ଆସି ପଢିବା ପାଇଁ ଭୟ କରିବେ ବୋଲି ପୂର୍ବତନ ମୁଖ୍ୟ ଶାସନସଚିବ ଚେତାଇ ଦେଇଛନ୍ତି।