ନବୀନଙ୍କ ନୂଆ ଟିମ୍ । ନୂଆ ଚେହେରାଙ୍କୁ ମିଳିଛି ନୂଆ ଦାୟିତ୍ୱ । ସରକାରୀ ଦଳ ମୁଖ୍ୟ ସଚେତକ ଥିବା ପ୍ରମିଳା ମଲ୍ଲିକ ଏବେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ଉଷା ଦେବୀଙ୍କୁ ନଗର ଉନ୍ନୟନ, ପ୍ରତାପ ଦେବଙ୍କୁ ଶକ୍ତି, ଶିଳ୍ପ, MSME ବିଭାଗ ମିଳିଛି । ସେହିପରି ଅତନୁ ସବ୍ୟସାଚୀ ନାୟକ ହୋଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସହ ସମବାୟ ବିଭାଗର ମନ୍ତ୍ରୀ । ପ୍ରଦୀପ ଅମାତଙ୍କୁ ଗୁରୁତ୍ୱପୂର୍ଣ୍ଣ ଜଙ୍ଗଲ ଓ ପରିବେଶ ସହ ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସମ୍ପର୍କ ବିଭାଗ ମିଳିଛି ।
Published: Satyendu Shekher Mishra
Last updated: 05 June 2022, 09:46 PM IST
ଆଗ ମାଆ ସୋନିଆ ଗାନ୍ଧୀ ଜିତିଲେ । ପରେ ଆମେଥି ଆସନରୁ ପୁଅ ରାହୁଲଙ୍କୁ ଛିଡା କରାଇ ଜିତାଇଲେ । ଏବେ ରାହୁଲ ଦୁଇଟି ଆସନରୁ ଜିତି ୱାୟନାଡ ଆସନରୁ ଇସ୍ତଫା ଦେଲେ। ଭଉଣୀ ପ୍ରିୟଙ୍କା ସେହି ଆସନରୁ ଉପନିର୍ବାଚନରେ ପ୍ରାର୍ଥୀ ହୋଇ ଜିତିଲେ । ଏବେ ସଂସଦରେ ନେହରୁ ଗାନ୍ଧୀ ପରିବାରର ୩ ଜଣ ସଦସ୍ୟ । ଭାରତ ଇତିହାସରେ ରେକର୍ଡ ।