ଓଡ଼ିଶାରୁ ରାଜ୍ୟସଭାକୁ କିଏ କିଏ ଯିବେ? ଆଜି ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଏହି ପ୍ରଶ୍ନ ଉଙ୍କି ମାରୁଛି । ରେସ୍‌ରେ ଅନେକ ନାଁ ଥିଲେ ମଧ୍ୟ ୪ ଆସନ ମଧ୍ୟରୁ ଦୁଇ ଜଣ ମହିଳାଙ୍କୁ ବିଜେଡି ରାଜ୍ୟସଭାକୁ ପଠାଇବାର ଅଧିକ ସମ୍ଭାବନା ରହିଛି ।