ଏଏସ୍ଆଇର ସତ୍ୟପାଠ ସତ୍ତ୍ୱେ ହାଇକୋର୍ଟରୁ ଆଶ୍ୱସ୍ତି ନ ମିଳିବାରୁ ଶେଷରେ ସୁପ୍ରିମକୋର୍ଟ ଯିବ ମାମଲା । ପ୍ରକଳ୍ପକୁ ନେଇ ପ୍ରଶ୍ନ ଉଠାଇବା ସହ ଶ୍ରୀମନ୍ଦିର ସୁରକ୍ଷା ଅଭିଯାନ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇ କାମ ବନ୍ଦ ପାଇଁ ଆବେଦନ କରିବାକୁ ନିଷ୍ପତ୍ତି ନେଇଛି । ତାସହ ସାଧୁସନ୍ଥକୁ ଡାକି ବିରୋଧ ପ୍ରଦର୍ଶନ କରିବାକୁ ଚେତାଇ ଦେଇଛି ସଂଗଠନ ।
Published: Satyendu Shekher Mishra
Last updated: 12 May 2022, 09:33 PM IST
ଚଳିତ ନିର୍ବାଚନରେ କିଭଳି ବୁଥସ୍ତରରେ ସଂଗଠିତ ହେବା ସହ ମୋଦି ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରାଯାଇ ପାରିବ, ତାଉପରେ ଗୁରୁତ୍ୱ ଦିଆଯାଇଥିଲା। ଏଥସହିତ ବୁଥସ୍ତରୀୟ କାର୍ଯ୍ୟକତାମାନଙ୍କୁ ଗୁରୁମନ୍ତ୍ର ଦେଇଥିଲେ ବୈଜୟନ୍ତ।