Advertisment

ସୁଜିତ୍ କୁମାରଙ୍କୁ ରାଜ୍ୟସଭା ପ୍ରାର୍ଥୀ କଲା ବିଜେପି

ବିଜେଡି ଛାଡ଼ି ବିଜେପି ଆସିଲେ । ଆଉ ରାଜ୍ୟସଭା ପ୍ରାର୍ଥୀ ହେଲେ । ସବୁ ଚର୍ଚ୍ଚାର ଅବସାନ ଘଟାଇ ଆଜି ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୁଜିତ କୁମାର l

Advertisment

ବିଜେଡି ଛାଡ଼ି ବିଜେପି ଆସିଲେ । ଆଉ ରାଜ୍ୟସଭା ପ୍ରାର୍ଥୀ ହେଲେ । ସବୁ ଚର୍ଚ୍ଚାର ଅବସାନ ଘଟାଇ ଆଜି ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୁଜିତ କୁମାର l ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ରଙ୍କ ଉପସ୍ଥିତିରେ ନାମାଙ୍କନ ଭରିଛନ୍ତି ସୁଜିତ କୁମାର । ଗୋଟିଏ ସେଟ୍ ଫର୍ମରେ ମୁଖ୍ୟମନ୍ତ୍ରୀ ପ୍ରସ୍ତାବକ ଥିବା ବେଳେ ଅନ୍ୟ ଫର୍ମରେ ଉପମୁଖ୍ୟମନ୍ତ୍ରୀ କେଭି ପ୍ରସ୍ତାବକ ଅଛନ୍ତି ।

Advertisment
BJP Rajya Sabha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ