ନେତାଙ୍କ ନାଁରେ ଥିବା ମାମଲା ତ୍ୱରିତ ଫଇସଲା କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ସାଂସଦ, ବିଧାୟକଙ୍କ ନାଁରେ ଥିବା ମାମଲାର ତୁରନ୍ତ ବିଚାର ନିର୍ଦ୍ଦେଶ...
Published By: Rajalaxmi Sahoo
Last updated: 09 November 2023, 01:19 PM IST
ଦିନକୁ ଦିନ ବଢୁଛି ଚାଷୀଙ୍କ ଟେନସନ୍ , ଚାଷୀଙ୍କ ପାଇଁ ଧାନ ବିକ୍ରି ଚିନ୍ତା ବେଶ୍ ଗମ୍ଭୀର ହେଉଥିବା ଦେଖିବାକୁ ମିଳୁଛି । ମଣ୍ଡିରେ ଧାନ ବିକ୍ରି ହୋଇପାରୁନଥିବା ବେଳେ ବଢୁଛି ମିଲରଙ୍କ ମନମାନୀ ।