ସୋରଡ଼ା ବିଧାୟକଙ୍କ ନଡ଼ିଆ ମାନସିକ । ଗଞ୍ଜାମ ଜିଲ୍ଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ଵାଇଁ(MLA Purna Chandra Swain) ନିଜର ମାନସିକ ପୂରଣ ପରେ ଗତକାଲି ନୃସିଂହ ଚତୁର୍ଦ୍ଦଶୀ ତିଥିରେ ଆନ୍ଧ୍ର ପ୍ରଦେଶର ସୀମାଞ୍ଚଳ ଠାରେ ଥିବା ନୃସିଂହ ମନ୍ଦିରରେ ନିଜ ସମର୍ଥକଙ୍କ ସହ ପହଞ୍ଚିଥିଲେ