Advertisment

ଖୁବ ଶୀଘ୍ର ଫିଟିବ ବିଜେପି-ବିଜେଡି ମେଣ୍ଟ ଗଣ୍ଠି

ରାଜ୍ୟ ସଭାପତି ମନମୋହନ ସାମଲ, ସଙ୍ଗଠନ ସଂପାଦକ ମାନସ ମହାନ୍ତି, ନିର୍ବାଚନ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ସହ ଆଲୋଚନା କରିଛନ୍ତି ଶାହ।

author-image
Satyendu Shekher Mishra

ଖୁବ ଶୀଘ୍ର ଫିଟିବ ବିଜେପି-ବିଜେଡି ମେଣ୍ଟ ଗଣ୍ଠି ! ଅମିତ ଶାହଙ୍କ ଘରେ ବିଜେପି ରାଜ୍ୟ ନେତୃତ୍ୱଙ୍କ ବୈଠକ। ଆସନ୍ତାକାଲି ନବୀନ ନିବାସରେ ବିଜେଡିର ବଡ଼ ବୈଠକ। ଆଜି ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି ଦିଲ୍ଲୀରେ ଡେରା ପକାଇଥିବା ରାଜ୍ୟ ବିଜେପି ନେତୃତ୍ୱ । ରାଜ୍ୟ ସଭାପତି ମନମୋହନ ସାମଲ, ସଙ୍ଗଠନ ସଂପାଦକ ମାନସ ମହାନ୍ତି, ନିର୍ବାଚନ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ସହ ଆଲୋଚନା କରିଛନ୍ତି ଶାହ। 

Advertisment
BJD General Election 2024 BJP Congress Odisha Politics
Advertisment
Advertisment