Odisha Politics
Advertisment
ଖୁବ ଶୀଘ୍ର ଫିଟିବ ବିଜେପି-ବିଜେଡି ମେଣ୍ଟ ଗଣ୍ଠି ! ଅମିତ ଶାହଙ୍କ ଘରେ ବିଜେପି ରାଜ୍ୟ ନେତୃତ୍ୱଙ୍କ ବୈଠକ। ଆସନ୍ତାକାଲି ନବୀନ ନିବାସରେ ବିଜେଡିର ବଡ଼ ବୈଠକ। ଆଜି ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଛନ୍ତି ଦିଲ୍ଲୀରେ ଡେରା ପକାଇଥିବା ରାଜ୍ୟ ବିଜେପି ନେତୃତ୍ୱ । ରାଜ୍ୟ ସଭାପତି ମନମୋହନ ସାମଲ, ସଙ୍ଗଠନ ସଂପାଦକ ମାନସ ମହାନ୍ତି, ନିର୍ବାଚନ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ସହ ଆଲୋଚନା କରିଛନ୍ତି ଶାହ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us