Rajya Sabha Candidate
ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ । ପୁଣି ଥରେ ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଆଜି ବିଜେପି ଏନେଇ ବିଧିବଦ୍ଧ
ଭାବେ ଘୋଷଣା କରିଛି । ଆଉ ବିଜେପିର ଘୋଷଣାର କିଛି ସମୟ ମଧ୍ୟରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ ଜଣାଇଛି ବିଜେଡି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)